ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ କୋଇଲା ଚୋରି ଘଟଣାରେ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ କଡ଼ା ଚେତାବନୀ । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ମିଡ଼ିଆ ରିପୋର୍ଟ ଅନୁସାରେ ତଥ୍ୟ ମାଗିବେ । ଏହା ଭିତରେ ଯିଏ ବି ଥାଉନା କାହିଁକି ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ।
ରାଉରକେଲା ବିଜେପି ପ୍ରତିଷ୍ଠା ଦିବସରେ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ ଏଭଳି ପ୍ରତିକ୍ରିୟା ରଖିଛନ୍ତି ।