‘୨୦୨୭ ମାର୍ଚ୍ଚ ମାସ ସୁଦ୍ଧା ସମସ୍ତ ପୌରାଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ହେବ’

‘୨୦୨୭ ମାର୍ଚ୍ଚ ମାସ ସୁଦ୍ଧା ସମସ୍ତ ପୌରାଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ହେବ’

ଭୂବନେଶ୍ୱର: ରାଜ୍ୟର ସମସ୍ତ ପୌରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସଂପର୍କରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଡାଃ ମହାପାତ୍ର କହିଛନ୍ତି ଯେ, ୨୦୨୭ ମାର୍ଚ୍ଚ ମାସ ସୁଦ୍ଧା ସମସ୍ତ ପୌରାଞ୍ଚଳରେ ଗୁଣାତ୍ମକ ପାନୀୟ ଜଳ ବ୍ୟବସ୍ଥା କରାଯାଇ ପ୍ରତ୍ୟେକ ଘରେ ୨୪ ଘଣ୍ଟା ପହଞ୍ଚିବ ବିଶୁଦ୍ଧ ପାନୀୟ ଜଳ ।

ନଦୀ ଜଳକୁ ଅଧିକା ବ୍ୟବହାର କରିବାକୁ ବ୍ୟାରେଜ୍ ତିଆରି କରାଯିବ । OWSSB ୱାଟକୋ ଏବଂ ଜନ ସ୍ବାସ୍ଥ୍ୟ ତିନି ବିଭାଗ ସହ ଆଲୋଚନା କରାଯାଇଛି । ଲୋକଙ୍କ ନିକଟରେ ୨୪ ଘଣ୍ଟା ବିଶୁଦ୍ଧ ପାଣି ପହଞ୍ଚିବାନେଇ ବିସ୍ତୃତ ଆଲୋଚନା କରାଯାଇଛି ।ନିର୍ମାଣାଧିନ ପାନୀୟଜଳ ପ୍ରକଳ୍ପ ଗୁଡିକ ସଂପର୍କରେ ଆଲୋଚନା କରାଯାଇ ନିର୍ଦ୍ଧାରିତ ସମୟ ସୀମାମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ନିମନ୍ତେ ନିୟମିତ ସମୀକ୍ଷା ଓ ତଦାରଖ କରିବାକୁ ଅଧିକାରୀମାନଙ୍କୁ ପାରାମର୍ଶ ଦିଆଯାଇଛି । ଯେଉଁ ସବୁ ପକଳ୍ପ ସମ୍ପୂର୍ଣ୍ଣ ହୋଇ ପାରିନି କେଉଁ କେଉଁ ସମସ୍ୟା ପାଇଁ ଅଟକିଛି, କାମ କିପରି ତ୍ଵରାନିତ ହେବ ସେନେଇ ଆଲୋଚନ ହୋଇଛି ଓ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।ମନ୍ତ୍ରୀ ଆହୁରି କହିଛନ୍ତି, ୨୦୨୫-୨୬ ବଜେଟ୍ ଏପ୍ରିଲ୍ ଆରମ୍ଭରୁ କେମିତି କାର୍ଯ୍ୟକାରୀ ହେବ ସେନେଇ ଚିନ୍ତା କରୁଛୁ । ଏନେଇ ବିବାଗୀୟ ପଦାଧିକାରୀ ମାନଙ୍କୁ ଯୋଜନା ପ୍ରସ୍ତୁତ କରିବାକୁ କୁହାଯାଇଛି । ଖରା ପାଇଁ ଯେମିତି କିଛି ସମସ୍ୟା ନ ହୁଏ ତାକୁ ନଜର ଦେବୁ । ଦରକାର ପଡ଼ିଲେ ଅଧିକ ଟ୍ୟାଙ୍କର ମଗାଯିବ । ପାଣି ସମସ୍ୟା ପାଇଁ ଦରକାର ହେଲେ କଣ୍ଟ୍ରୋଲ ରୁମ୍ ଖୋଲାଯିବ । ଅଭିଯୋଗ ଆସିବାର ୨ ଘଣ୍ଟା ଭିତରେ ସମସ୍ୟାର ସମାଧାନ ହେବ ।ଯେତିକି ପ୍ରୋଜେକ୍ଟ ଥିଲା ପ୍ରାୟତଃ ଗୋଟିଏ, ଦୁଇଟି ଛାଡ଼ିଲେ ସବୁ ସରିଯାଇଛି । ଖୁବ ଶୀଘ୍ର ବାକି ଗୁଡ଼ିକର କାମ ସରିବ । ଜମି ଅଧିଗ୍ରହଣ ସମସ୍ୟା ପାଇଁ ପାଇପ ପକାଇବାରେ ସମସ୍ୟା ହେଉଛି ଯାହାର ସମାଧାନ କରାଯିବ ।ପାଣିର ଉତ୍ସ ପାଇଁ ଭୂତଳ ଜଳ ଓ ନଦୀର ଜଳକୁ ବ୍ୟବହାର କରୁଛୁ । ବୈଠକରେ ନଦୀର ଜଳକୁ ବ୍ୟାରେଜ୍ ଯୋଗେ କିପରି ଅଧିକ ବ୍ୟବହାର କରାଯିବ ସେ ନେଇ ଆଲୋଚନା ହୋଇଛି । ବହିଯାଉଥିବା ପାଣିର ୧୭ ପ୍ରତିଶତ ହିଁ ଆମେ ବ୍ୟବହାର କରୁଛେ, ବାକି ସମୁଦ୍ରରେ ମିଶିଯାଏ । ତେଣୁ ବ୍ୟାରେଜ୍ ମାଧ୍ୟମରେ ଅଧିକ ପାଣି ସଂଗ୍ରହ ପାଇଁ ଚେଷ୍ଟା କରାଯିବ ବୋଲି ମନ୍ତ୍ରୀ ଡାଃ ମହାପାତ୍ର କହିଛନ୍ତି ।ସହରାଞ୍ଚଳ ମାନଙ୍କରେ ଯୋଗାଇ ଦିଆଯାଉଥିବା ପାନୀୟଜଳ ଦେୟ ଆଦାୟ ନିମନ୍ତେ ଲାଗିଥିବା ମିଟର ବଦଳରେ ସ୍ମାର୍ଟ ମିଟର ଲାଗାଯିବ । ତେବେ ବର୍ତ୍ତମାନ ପାଇଁ ପରୀକ୍ଷା ମୂଳକ ଭାବେ ପାଇଲଟ୍ ବେଶିଷ୍‌ରେ କେତେକ ସହରାଞ୍ଚଳର କେତେକ ସ୍ଥାନରେ କାର୍ଯ୍ୟକାରୀ କରାଯିବ ଏବଂ ସଫଳତା ମିଳିଲେ ସମସ୍ତ ଅଞ୍ଚଳରେ ଏବଂ ସବୁ ସହରାଞ୍ଚଳରେ ଲଗାଯିବ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?