ଦିନକୁ ଦିନ ସମସ୍ୟାରେ ଛନ୍ଦି ହେଉଛି ତାଳଚେର ଉପଖଣ୍ଡକମୁଛି ଭୂତଳ ଜଳସ୍ତର, ବଢ଼ୁଛି ପାନୀୟ ଜଳସମସ୍ୟା

ଦିନକୁ ଦିନ ସମସ୍ୟାରେ ଛନ୍ଦି ହେଉଛି ତାଳଚେର ଉପଖଣ୍ଡକମୁଛି ଭୂତଳ ଜଳସ୍ତର, ବଢ଼ୁଛି ପାନୀୟ ଜଳସମସ୍ୟା

ତାଳଚେର, ୧୪/୦୪ କିଛି ବର୍ଷ ହେବ ଭୂତଳ ଜଳସ୍ତର କମୁଥିବା ବେଳେ ପାନୀୟଜଳ ସମସ୍ୟା ଏହି ଅଂଚଳରେ ବୃଦ୍ଧି ପାଇବାର ଦେଖାଯାଉଛି । ଏନେଇ ବ୍ଲକର ଲୋକମାନେ ମଧ୍ୟରେ ଦିନକୁ ଦିନ ହତାଶ ଭାବ ସୃଷ୍ଟି ହେଉଛି । ଯେପରିକି, ୪ରୁ ୫ଥର ନଳକୂପ ମାରିଲେ ଗୋଟେ ବାଲ୍ଟି ଟିଏ ପାଣି ହୁଏ । କିନ୍ତୁ ଏବେ ମାରିମାରି ଥମିକଗଲେ ମଧ୍ୟ ପାଣି ବାଲଟିଏ ହେବା କଷ୍ଟକର ହୋଉଛି । ତେଣୁ ଲୋକମାନେ ପାନୀୟଜଳ ଯେତେ ସହଜରେ ପାଇ ପାରୁଥିଲେ ତାହା ଏବେ ଆଉ ସମ୍ଭବ ହେଉ ନାହିଁ । ଭୂତଳ ଜଳସ୍ତର କମିବା ଏହାର ମୁଖ୍ୟ କାରଣ ବୋଲି ଲୋକାମାନେ କହୁଛନ୍ତି । ପାନୀୟ ଜଳ ବିଭାଗ ଓ ପଂଚାୟତିରାଜ ବିଭାଗ ଦ୍ୱାରା ନଳକୂପ ଖନନ, ପାନୀୟଜଳ ଯୋଗାଣ କରାଯାଉଥିଲେ ମଧ୍ୟ ତାହା ସଠିକ୍ ରୂପାୟନ ହୋଇପାରୁ ନାହିଁ । ଭୂତଳ ଜଳସ୍ତର ବଢ଼ାଇବା ପାଇଁ ପୋଖରୀ ଖନନ, ଆଡ଼ିବନ୍ଧ ଇତ୍ୟାଦି ଦୀର୍ଘ ମିଆଦି ଯୋଜନା ମାଧ୍ୟମରେ ବର୍ଷାଜଳ ସଂଚୟ କରାଯାଇପାରନ୍ତା । କିନ୍ତୁ ବର୍ଷାଜଳ ସଂଚୟ ପରିବର୍ତେ ପୋଖରୀ ଓ ଖାଲ ଜମି ପୋତାଯାଇ ଗୃହ ନିର୍ମାଣ କରାଯାଇଥିବାର ଦେଖିବାକୁ ମିଳିଛି । ଫଳରେ ବର୍ଷାଜଳ ସଂଚୟ ହୋଇନପାରି ନିମ୍ନଗାମୀ ହୋଇ ବୋହି ଯାଉଛି । ସରକାରୀ ସ୍ତରରେ ପୋଖରୀ ଖନନ ଓ ଜଳାଶୟ ଉଦ୍ଧାର କରାଯିବାରୁ ଅନୁଦାନ ଥିଲେ ମଧ୍ୟ ତାହା ଧର୍ମକୁ ଆଖିଠାର ପରି କାର୍ଯ୍ୟ କରାଯାଇଛି । ରକ୍ଷଣାବକ୍ଷଣା ଅଭାବରୁ ଜଳାଶୟ ଗୁଡ଼ିକ ପୋତିହୋଇ ପଡ଼ୁଥିବା ବେଳେ ଜଳସ୍ତର ବଢ଼ାଇବା ପାଇଁ ବର୍ଷଜଳ ହିଁ ନିତ୍ୟାନ୍ତ ଆବଶ୍ୟକ । ଏପରି ଏହି ବର୍ଷାଜଳକୁ ଠିକ୍ ସମୟରେ ସଦୁପଯୋଗ କରାଯାଇ ପାରୁନଥିବାରୁ ଭୂତଳ ଜଳ ପୂର୍ଣ୍ଣ ହୋଇନପାରି ତଳକୁ ବୋହି ଯାଉଛି । ଆହୁରି ମଧ୍ୟ ପୂର୍ବରୁ ମଧ୍ୟ ଖରାଦିନେ ଖରା ଦିନରେ ନଦୀ ଗୁଡ଼ିକରେ ପାଣି ରହୁଥିଲା । ଲୋକମାନେ ପାନୀୟଜଳ ରୂପେ ବ୍ୟବହାର କରିବା, ଗାଧୁଆ, ପାଧୁଆ କରିବା ସହିତ ଗୋରୁଗାଈ ମାନଙ୍କୁ ଧୋଉଥିଲେ । କିନ୍ତୁ ଏବେ ନଦୀ ଗୁଡ଼ିକ ପୋତିହୋଇ ପଡ଼ିବା ସହିତ ସେଥିରେ ବିଶେଷ ପାଣି ରହୁନାହିଁ । ଆହୁରି ମଧ୍ୟ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ବିଷୟରେ ସରକାର ପାନୀୟ ଜଳ ଯୋଗାଣ ନାମରେ ପ୍ରତ୍ୟେକ ଗ୍ରାମରେ ଯେତେ ପାଣି ନଷ୍ଟ କରୁଛନ୍ତି ତାହା ଦେଖିଲେ ଜାଣିପାରିବେ । ପାନୀୟଜଳ ପ୍ରକଳ୍ପ ନାମରେ ଭୂତଳ ଜଳକୁ ପ୍ରତ୍ୟେହ ପାଇପ ଜରିଆରେ ଲୋକଙ୍କୁ ଯୋଗାଣ କରାଯାଉଥିବା ବେଳେ ଜଳ ସଠିକ୍ ବିନିଯୋଗ କରାଯାଉ ପାରୁ ନାହିଁ । ଫଳରେ ଭୂତଳ ଜଳ କମୁଥିବା ବେଳେ ପାନୀୟଜଳ ସମସ୍ୟା ବୃଦ୍ଧି ପାଉଛି । ତେବେ ବର୍ତମାନ ଭୂତଳ ଜଳବୃଦ୍ଧି ପାଇଁ ସରକାରଙ୍କ ପକ୍ଷରୁ ଯୋଜନା କରାଯାଉଛି । ଏହି ଯୋଜନା ମୂତାବକ ବିଭିନ୍ନ ଗ୍ରାମରେ ଥିବା ପୋଖରୀ, କଲେଜ ଛାତଘର ଏବଂ ସରକାରୀ ଗୃହମାନଙ୍କ ନିକଟରେ ନଳକୂପ ଖୋଳାଯାଇ ସୁଡ଼ଙ୍ଗ କରାଯାଇଛି । ପୋଖରୀ ନିକଟରେ କରାଯାଇଥିବା ନଳକୂପ ସୁଡ଼ଙ୍ଗ ପୋଖରୀରେ ସଂଯୋଗ କରାଯାଇଛି । ପୋଖରୀ ପାଣି ବୃଦ୍ଧି ହେଲେ ସେହି ନଳକୂପ ସହିତ ସଂଯୋଗ କରାଯାଇଥିବା ସୁଡ଼ଙ୍ଗ ବାଟଦେଇ ପାଣି ଭୂତଳକୁ ପ୍ରବେଶ କରିବ । ସେହିପରି ଛତାମାନଙ୍କ ନିକଟରେ କରାଯାଇଥିବା ନଳକୂପ ଏପରି ସଂଯୋଗ ରହିଛି । ଫଳରେ ଭୂତଳଜଳ ବୃଦ୍ଧି ହେବାରେ ଆଶା କରାଯାଉଛି । ତେଣୁ ପ୍ରକୃତରେ ଏହି ଯୋଜନା ଦ୍ୱାରା ଭୂତଳକୁ ଜଳ ଯାଉଛି କି ନାହିଁ ତାର ସମୀକ୍ଷା କରାଗଲେ ଏହାର ସଫଳ ରୂପାୟନ ହୋଇପାରନ୍ତା । କିନ୍ତୁ ବର୍ତମାନ ଭୂତଳ ଜଳ କମ ଥିବାରୁ ପାନୀୟଜଳ ସମସ୍ୟା ବୃଦ୍ଧି ପାଉଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?