ନାମ ଫଳକରେ ରହୁନି ଓଡ଼ିଆ ଭାଷା : ତାଳଚେର

ନାମ ଫଳକରେ ରହୁନି ଓଡ଼ିଆ ଭାଷା : ତାଳଚେର


ତାଳଚେର, ୧୪/୦୪ ଓଡ଼ିଆ ଏକ ଶାସ୍ତ୍ରୀୟଭାଷାର ମାନ୍ୟତା ପାଇଥିଲା । ଏହାର ପ୍ରଚାରପ୍ରସାର ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଲେ । ଓଡ଼ିଆରେ ନାମଫଳକ ନଲେଖିଲେ ଅର୍ଥଦଣ୍ଡ ଦୋବାକୁ ବ୍ୟବସ୍ଥା କରାଗଲା । ଏହା ସତ୍ୱେ ତାଳଚେର ଅଂଚଳରେ ବିଭିନ୍ନ ବ୍ୟବସାୟ ସଂସ୍ଥା ନିଜ ନାମଫଳକ ଓଡ଼ିଆଭାଷା ବ୍ୟବହାର କରୁନଥିବା ଦେଖାଯାଇଛି । ସୂଚନା ଅନୁଯାୟୀ ୨୦୧୪ ମସିହା ମାର୍ଚ୍ଚ ୧୧ତାରିଖରେ ଓଡ଼ିଆ ଏକ ଶାସ୍ତ୍ରୀୟଭାଷାର ମାନ୍ୟତା ପାଇବା ପରେ ଏହାର ପ୍ରଚାରପ୍ରସାର ପାଇଁ ୨୦୧୬ରେ କ୍ୟାବିନେଟ୍ ବୈଠକରେ ପ୍ରସ୍ତାବ ଗୃହୀତ ହୋଇଥିଲା । ରାଜ୍ୟ ଉନ୍ନୟନ କମିଶନର୍ ସମସ୍ତ ସରକାରୀ ବେସରକାରୀ ସଂସ୍ଥା ନିଜର ନାମଫଳକ ଓଡ଼ିଆରେ ଲେଖିବା ପାଇଁ ବାଧ୍ୟତା ମୂଳକ କରିଥିଲେ । ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ଶୁଦ୍ଧ ଓଡ଼ିଆ ନାମଫଳକ ଲେଖିବା ନିମନ୍ତେ ୨୦୨୨ଏପ୍ରିଲ ମାସରେ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ ରାଜ୍ୟର ସମସ୍ତ ଜିଲ୍ଳାପାଳଙ୍କୁ ଚିଠି ମଧ୍ୟ କରିଥିଲେ । କୌଣସି ସଂସ୍ଥା ବା ଅନୁଷ୍ଠାନ ଓଡ଼ିଆ ଭାଷାରେ ନାମ ଫଳକ ନଲେଖିଲେ ସାଧାରଣ ଲୋକ ଅଭିଯୋଗ କରିବାପାଇଁ ‘ଓଡ଼ିଆ ନାମ ଫଳକ’ ନାମରେ ଏକ ୱେବ୍ ପୋର୍ଟାଲ ବ୍ୟବସ୍ଥା କରାଯାଇଥିଲା । ଏହାର ତଦାରଖ କରିବାପାଇଁ ଜିଲ୍ଳା ଶ୍ରମଅଧିକାରୀଙ୍କୁ ଦାୟୀତ୍ୱ ଦିଆଯାଇଥିଲା । ଓଡ଼ିଆ ନାମଫଳ ନଲେଖିଲେ ମୋଟା ଅଙ୍କର ଅର୍ଥଦଣ୍ଡ ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଥିଲା । ରାଜ୍ୟ ଉନ୍ନୟନ କମିଶନରଙ୍କ ଏହି ନିର୍ଦ୍ଦେଶକୁ ତାଳଚେରରେ ଅଣଦେଖା କରାଯାଇଛି । ତାଳଚେର ସହର ଓ ଏହାର ଆଖାପାଖ ଅଂଚଳରେ ଅନେକ ସରକାରୀ ବେସରକାରୀ ସଂସ୍ଥା ନିଜ ନାମଫଳକ ଓଡ଼ିଆରେ ଲେଖି ନାହାନ୍ତି । ଶ୍ରମଅଧିକାରୀ ମଧ୍ୟ ଏଥିପାଇଁ କଡ଼ା ପଦକ୍ଷେପ  ନେଉଥିବା ଅଭିଯୋଗ ହୋଇଛି । ସହରରେ ହଜାର ହଜାର ଦୋକାନ ବାଣିଜ୍ୟ ପ୍ରତିଷ୍ଠାନ ଶ୍ରମ କାର୍ଯ୍ୟାଳୟରେ ପଞ୍ଜିକୃତ ହୋଇଛନ୍ତି । ଅଳ୍ପ କୋତୋଟି ସଂସ୍ଥାକୁ ଛାଡ଼ିଦେଲେ ବହୁ ସଂସ୍ଥା ଇଂରାଜୀ ଓ ହିନ୍ଦୀ ଭାଷାରେ ନାମ ଫଳକ ଲେଖିଛନ୍ତି । ଅଂଚଳରେ ଥିବା ବିଭିନ୍ନ କେନ୍ଦ୍ରୀୟ ଅନୁଷ୍ଠାନରେ ମଧ୍ୟ ସମାନ ଅବସ୍ଥା । ତାଳଚେର ସହର ପ୍ରାୟ ୧୦ଟି ପେଟ୍ରୋଲ ପମ୍ପ ଥିବା ବେଳେ ସେଥିରୁ ଅଧିକାଂଶ ତେଲଟାଙ୍କି ଓଡ଼ିଆରେ ନାମ ଫଳକ ନାହିଁ । ହାଣ୍ଡିଧୂଆଁଛକ, ହାଟତୋଟା, ମ୍ୟୁନିସ୍‌ପାଳଟି ମାର୍କେଟ, ବାଇପାସ୍ ଛକ, ତାଳଚେର ଟାଉନ୍‌, ବସଷ୍ଟାଣ୍ଡ ପ୍ରଭୃତି ଜନଗହଳି ସ୍ତାନମାନଙ୍କରେ ନାମ ଫଳକ ଇଂରାଜୀ ଭାଷାରେ ଲେଖାଯାଇଥିବା ଦେଖିବାକୁ ମିଳିଥିଲା । ଏସମ୍ପର୍କ ତାଳଚେର ଶ୍ରମଅଧିକାରୀ ଚୌଧୁରୀ ସୁବ୍ରତ ଜେନାଙ୍କୁ ପଚାରିବାରୁ ତାଳଚେର ଅଂଚଳରେ ବ୍ୟବସାୟ ପ୍ରତିଷ୍ଠାନ ବଜାରମାନଙ୍କରେ ଓଡ଼ିଆ ନାମପଳକ ଲେଖା ଯାଇଛି ବୋଲି ସେ କହିଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?