ସୁନା ହେବ ସୁବର୍ଣ୍ଣପୁର ଜିଲ୍ଲା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୂବନେଶ୍ୱର : ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ୮୦ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଉଦ୍‍ଘାଟିତ ହୋଇଛି ଏବଂ ୨୪୪ କୋଟି ଟଙ୍କା ମୂଲ୍ୟର ୪୫ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି।

ଏହିସବୁ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସଡ଼କ ନିର୍ମାଣ, ଜଳସେଚନ, ସେତୁନିର୍ମାଣ, ସ୍ୱାସ୍ଥ୍ୟ ସେବା ପ୍ରକଳ୍ପ, ମେଗା ଲିଫ୍‍ଟ ପ୍ରୋଜେକ୍ଟ ଏବଂ ହଷ୍ଟେଲ ଇତ୍ୟାଦି ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣପୁର ଜିଲ୍ଲାରେ ମହାନଦୀ ଉପରେ ଗୋଧନେଶ୍ୱର ଓ ଖଇରମାଳ (ବୀରମହାରାଜପୁର ବ୍ଲକ) ସହିତ ଉଲୁଣ୍ଡାର ହରିହର ଜୋର ଏବଂ ବୀରମହାରାଜପୁରର ସୁରୁବାଲି ଠାରେ ୪ଟି ନଦୀଗର୍ଭ ଜଳାଶୟ (ISS) ନିର୍ମାଣ କରାଯିବ ବୋଲି ଘୋଷଣା କରିଥିଲେ।ଉପସ୍ଥିତ ସୁବର୍ଣ୍ଣପୁରବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାର ରାଜନୈତିକ ଓ ସାଂସ୍କୃତିକ ମାନଚିତ୍ରରେ ସୁବର୍ଣ୍ଣପୁର ଅଞ୍ଚଳ ପୁରାତନ କାଳରୁ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି। ଏହି ଜିଲ୍ଲା ହେଉଛି ପ୍ରାଚୀନ ଐତିହ୍ୟ, ଧାର୍ମିକ ଭାବନା, ଆଧ୍ୟାତ୍ମିକ ଚିନ୍ତାଧାରା ଓ ଲୋକସଂସ୍କୃତିର ଗୌରବମୟ ପ୍ରତୀକ । ସନ୍ଥକବି ଭୀମଭୋଇଙ୍କର ଶିକ୍ଷା, ଦୀକ୍ଷା ତଥା ସାଧନାର କ୍ଷେତ୍ର। ସାହିତ୍ୟ, ଇତିହାସ ଓ କଳା କ୍ଷେତ୍ରରେ ରାଜ୍ୟରେ ଏ ମାଟିର ପ୍ରସିଦ୍ଧି ରହିଛି। ଜିଲ୍ଲାର ଆକର୍ଷଣୀୟ ବୟନ ଶିଳ୍ପ ଏବଂ ହସ୍ତଶିଳ୍ପ ଓଡ଼ିଶାକୁ ଗୌରବାନ୍ୱିତ କରିଛି। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଆମ ସରକାର ଯାହା କଥା ଦିଅନ୍ତି, ତାହା କରିକି ଦେଖାନ୍ତି। ଆମେ ପ୍ରତିଶ୍ରୃତି ଦେଇଥିବା ୨୧ ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ ଟି କାର୍ଯ୍ୟକାରୀ କରିଛୁ। ସରକାର ଆସିବାର ୨୪ ଘଣ୍ଟା ମଧ୍ୟରେ କ୍ୟାବିନେଟ ନିଷ୍ପତ୍ତି ନେଇ ଆମେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛୁ। ଚାଷୀମାନଙ୍କୁ ଅସମୟରେ ସାହାଯ୍ୟ କରିବା ପାଇଁ ଅଦିନିଆ ବର୍ଷା କ୍ଷୟ କ୍ଷତିକୁ ଇତିହାସ ସୃଷ୍ଟି କରି ରିଲିଫ୍‍ କୋଡରେ ଅନ୍ତର୍ଭୁକ୍ତ କରିଛୁ । ଆଜି ବିକାଶ ପଥରେ ଓଡ଼ିଶା ଅଗ୍ରସର ହେଉଛି।ସେ ଆହୁରି କହିଥିଲେ ଯେ, ଆଗାମୀ ଦିନରେ ସୁବର୍ଣ୍ଣପୁର ଜିଲ୍ଲାକୁ ସୁନାରେ ପରିଣତ କରାଯିବ। ଆପଣମାନେ ପ୍ରସ୍ତାବ ଦିଅନ୍ତୁ ମୁଁ ସମସ୍ତ ସହଯୋଗ ଦେବି। ଜିଲ୍ଲାର ବିକାଶ ପାଇଁ କୌଣସି ପ୍ରତିବନ୍ଧକ ରହିବନାହିଁ। ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବାହିତ ହେଉଥିବା ନଦୀଗୁଡ଼ିକୁ ଆପଣମାନଙ୍କ କାମରେ ଲଗାଯିବ। ସୁବର୍ଣ୍ଣପୁରକୁ ଓଡ଼ିଶାର ଏକ ନମ୍ୱର ଜିଲ୍ଲାରେ ପରିଣତ କରିବା ପାଇଁ ସମସ୍ତେ ମିଳିମିଶି କାମ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନାର ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ଓ ସହାୟତା ବଣ୍ଟନ କରିଥିଲେ।ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ କହିଥିଲେ ଯେ, ମାନନୀୟ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଶାରେ ବିକାଶର ନୂଆ ପର୍ବ ଆରମ୍ଭ ହୋଇଛି। ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱାଧୀନ ସରକାର ରାଜ୍ୟର ପଛୁଆ ଅଞ୍ଚଳଗୁଡ଼ିକୁ ଆଗକୁ ଆଣିବା ପାଇଁ କାର୍ଯ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶାରେ ରାଜପଥ ଓ ରେଳପଥର ବିକାଶ ପାଇଁ ସମସ୍ତ ସହଯୋଗ ପ୍ରଦାନ କରାଯାଇଛି। ରାଜ୍ୟର ପ୍ରଗତି ଓ ବିକାଶ ପାଇଁ ସମସ୍ତେ ଏକଜୁଟ୍‍ ହୋଇ କାମ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ। ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ, କଣ୍ଟାମାଳ ବିଧାୟକ କହ୍ନେଇ ଡାଙ୍ଗ, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା ସ୍ୱାଗତ ଭାଷଣ ଦେଇଥିଲେ। ଜିଲ୍ଲାପାଳ ଅନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?