ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ସରିଲା ବୈଠକ; ରଥରେ ଅଣସେବକ ଚଢ଼ିଲେ ରୁଜୁ ହେବ ମୋକଦ୍ଦମା

ପୂରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଦଇତାପତିଙ୍କ ବୈଠକ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଦଇତାପତି ନିଯୋଗ ସଭାପତି ଓ ସମ୍ପାଦକଙ୍କ ସହ ବାଡଗ୍ରାହୀ ଓ ଯୁବ ଦଇତାପତି ଯୋଗ ଦେଇଥିଲେ । ଚଳିତ ବର୍ଷ ଗୋଟିଏ ଦିନରେ ନବଯୌବନ ଓ ନେତ୍ରୋତ୍ସବ ଥିବାରୁ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ପ୍ରସାଦ ସେବନ ଉପରେ ଗୁରୁତ୍ବ ଦିଆଯାଇଛି ।

ଗତବର୍ଷର ପହଣ୍ଡି ଅଘଟଣ ଏଡାଇବାକୁ ସ୍ଵତ୍ଵଲିପି ଅନୁଯାୟୀ ସେବା ସଂପୃକ୍ତ ସେବକଙ୍କୁ ନେଇ ଗଠିତ ହୋଇଛି ପହଣ୍ଡି ଟିମ୍ । ୩ ଜଣିଆ କମିଟିର ପରାମର୍ଶ ଅନୁଯାୟୀ ହେବ ପହଣ୍ଡି କାର୍ଯ୍ୟ । ରଥ ଉପରେ ଓ ପହଣ୍ଡି ସମୟରେ ମୋବାଇଲ୍ ସମ୍ପୁର୍ଣ୍ଣ ବାରଣ ହେବ । ନୀତି ଶୃଙ୍ଖଳା ଓ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଦଇତାପତି ପ୍ରତିଶ୍ରୁତି ବଦ୍ଧ ବୋଲି କହିଛନ୍ତି ନିଯୋଗ ସମ୍ପାଦକ । ୪ଟି ପହଣ୍ଡି ଦଳ ପ୍ରସ୍ତୁତ କରିସାରିଛି ଦଇତାପତି ନିଯୋଗ ।ଅନ୍ୟ ନିଯୋଗର ସୂଚୀ ଆସିବା ପରେ ହେବ ପହଣ୍ଡି ପାଇଁ ଫାଇନାଲ ଲିଷ୍ଟ ପ୍ରସ୍ତୁତ ହେବ । ଉତ୍ତମ ସମନ୍ଵୟ, ଶୃଙ୍ଖଳିତ ନୀତି, ବ୍ୟବସ୍ଥାବଳି ଅନୂପାଳନ ଉପରେ ଫୋକସ୍ ଦିଆଯାଇଛି । ସେବକଙ୍କ ସହାୟକ କେବଳ ଆବଶ୍ୟକ ସମୟରେ ରଥ ଉପରକୁ ଯାଇପାରିବେ । ଅନ୍ୟ ସମୟରେ ଗଲେ ଆକ୍ସନ ନିଆଯିବ । ରଥ ଉପରକୁ ଛଦ୍ମବେଶୀ ଚଢିଲେ ହେବ ଫୌଜଦାରି ମୋକଦ୍ଦମା । ସ୍ନାନ ପୂର୍ଣ୍ଣିମାରେ ଭକ୍ତ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଛୁଇଁବା ଘଟଣାରେ ଚାଲିଛି ତଦନ୍ତ । ଭିଡିଓ ଫୁଟେଜର ଯାଞ୍ଚ୍ ପରେ ହେବ ଆକ୍ସନ ୨୮ ଜୁନ ଠାରୁ ୬ ଜୁଲାଇ ମଧ୍ୟରେ ସମସ୍ତ ସଂରକ୍ଷଣ କାର୍ଯ୍ୟ ଶେଷ କରିବାକୁ ଏଏସଆଇ କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ । ଏଥିପାଇଁ ପୂର୍ବରୁ ପ୍ରସ୍ତୁତ ରହିବ ମ୍ୟାଟେରିଆଲ । ରଥଯାତ୍ରା ସମୟରେ ହେବ ମରାମତି କାର୍ଯ୍ୟ । ଶ୍ରୀମନ୍ଦିର ମୁଖ୍ୟ ମନ୍ଦିର ଓ ପାର୍ଶ୍ଵ ଦେବାଦେବୀ ମନ୍ଦିରରେ ହେବ ଆଲୋକିକରଣ । ବୈଷୟିକ ସଂସ୍ଥା ଦେଇସାରିଛନ୍ତି ପ୍ରେଜେଣ୍ଟେସନ୍ ।ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଥିବା ଭସାଡ ଲାଇଟ୍ ଆହୁରି ସୁଦୃଢ଼ୀକରଣ ହେବ । ଶ୍ରୀଗୁଣ୍ଡିଚା ମନ୍ଦିରରେ ସରିଛି ବାହାର ସୋନ୍ଦର୍ଯ୍ୟକରଣ କାମ । ନୂଆ ଏକ ସୂଚନା କେନ୍ଦ୍ର ଯୋଡ଼ି ହେବାସହ ସିଂହଦ୍ୱାର ଓ ନାକଚଣା ଦ୍ଵାରରେ ହୋଇଛି ସୌନ୍ଦର୍ଯ୍ୟକରଣ । ଭକ୍ତଙ୍କୁ ଶ୍ରୀମନ୍ଦିର ନୀତିକାନ୍ତି ବିଷୟରେ ସୂଚନା ଦେବାକୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ନୂଆକରି ଲାଗିଛି ଏଲଇଡି । ସେପଟେ ଦିବ୍ୟାଙ୍ଗ ଦର୍ଶନକୁ ବ୍ୟବସ୍ଥିତ କରିବାକୁ ଉତ୍ତରଦ୍ଵାରରେ ସରିଛି ରାମ୍ପ । ସେବା ସଂପୃକ୍ତ ନିଯୋଗ ସହ ଆଲୋଚନା ଓ ପରାମର୍ଶ ପରେ ଲାଗୁ ହେବ ବ୍ୟବସ୍ଥା । ଦିବ୍ୟାଙ୍ଗ ଦର୍ଶନ ସମୟରେ ଯେପରି ପରମ୍ପରା ନ ଭାଙ୍ଗେ ସେନେଇ ବ୍ୟବସ୍ଥା ହେବ । ଆବଶ୍ୟକ ପଡିଲେ ନିୟୋଜିତ ହେବେ ଅଧିକରୁ ଅଧିକ ସ୍ବେଛାସେବୀ ।ଶ୍ରୀମନ୍ଦିର ନାଟମଣ୍ଡପରେ ଖୁବ୍ ଶୀଘ୍ର ଏସି ବ୍ୟବସ୍ଥା ଲାଗୁ କରିବାକୁ ଏଏସଆଇର ଅନୁମତି ଲୋଡ଼ିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସେପଟେ ସୁନାବେଶରେ ଶ୍ରୀ ପୟର, ଶ୍ରୀ ଭୁଜକୁ ଭକ୍ତଙ୍କ ଦର୍ଶନ ପାଇଁ ଅବରୋଧ ନକରିବାକୁ ସେବକଙ୍କୁ ପରାମର୍ଶ ଦିଆଯାଇଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?