ପଥରରେ ଛେଚି ଯୁବକକୁ ହତ୍ୟା ଘଟଣା : ୨ ଗିରଫ, ବାଇକ ଓ ସାଇକେଲ ଜବତ

ପଥରରେ ଛେଚି ଯୁବକକୁ ହତ୍ୟା ଘଟଣା : ୨ ଗିରଫ, ବାଇକ ଓ ସାଇକେଲ ଜବତ

କନ୍ଧମାଳ, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଲାପଡ଼ା ପଞ୍ଚାୟତର ବଇରୀକୁମ୍ପା ନିକଟରେ ରାସ୍ତା କଡରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣଙ୍କ ମୃତଦେହ ଫିରିଙ୍ଗିଆ ପୋଲିସ ଉଦ୍ଧାର କରିଥିଲା। ଏହି ଘଟଣାରେ ପୋଲିସ ୨ ଜଣ ଯୁବକଙ୍କୁ ଗିରଫ କରିଛି l ଏଥି ସହିତ ହତ୍ୟାରେ ବ୍ୟବହୃତ ପଥର, ବାଇକ, ମୃତ ଯୁବକର ମୋବାଇଲ ଓ ସାଇକେଲକୁ ମଧ୍ୟ ଜବତ କରିଛି ଫିରିଙ୍ଗିଆ ପୋଲିସ l ପ୍ରକାଶ ଯେ, ବୁଧବାର ଜାର୍ଗୀ ପଡ଼ା ଗାଁର ପ୍ରଭାତ ମଲିକ ସକାଳ ୯ ଟାରେ ଘରୁ ନିଜ ସାଇକେଲ ଧରି ବାହାରକୁ ଯାଇ ଫେରିନଥିଲେ। ଗୁରୁବାର ସକାଳୁ ବଇରୀକୁମ୍ପା ନିକଟରେ ରାସ୍ତା କଡରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତ ଦେହ ପଡ଼ିଥିବା ଲୋକମାନେ ଦେଖିଥିଲେ। ଫିରିଙ୍ଗିଆ ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିଥିଲେ। ମୃତ ଯୁବକଙ୍କ ମା’ ସସ୍ମିତା ମଲିକ ଫିରିଙ୍ଗିଆ ଥାନାରେ ପୁଅକୁ ହତ୍ୟା କରାଯାଇଥିବା ନେଇ ଲିଖିତ ଭାବରେ ଜଣାଇଥିଲେ। ଘଟଣା ସ୍ଥଳରେ ଫିରିଙ୍ଗିଆ ଥାନା ଅଧିକାରୀ ଗୋପୀନାଥ ପ୍ରଧାନ, ଅତିରିକ୍ତ ଥାନା ଅଧିକାରୀ ଦୀପକ ରାଉତ, ଏ ଏସ ଆଇ ଶ୍ରୀକାନ୍ତ ପାତ୍ର ଏବଂ ସନ୍ଧାନୀ କୁକୁର ସହ ସାଇଣ୍ଟିଫିକ ଟିମ ପହଞ୍ଚି ଘଟଣାର ତଦନ୍ତ କରିଥିଲେ l ଘଟଣା ସ୍ଥଳରୁ ଫିରିଙ୍ଗିଆ ପୋଲିସ ମୃତ ଯୁବକଙ୍କ ମୋବାଇଲ ସହ ହତ୍ୟାରେ ବ୍ୟବହୃତ ପଥର ଜବତ କରିବା ସହ ତଦନ୍ତ ଆରମ୍ଭ କରିଥିଲା । ତେବେ ପୂର୍ଵ ଦିନ ମୃତ ଯୁବକର ନିଜ ଦାଦା ପୁଅ ଭାଇ ଅମର ମଲିକ (ଟେରା) ୨୫ ବର୍ଷ ଓ ଜାର୍ଗୀପଡ଼ା ଗାଁର ଗଦାଧର ମଲିକ ୩ ଜଣ ମିଶି ବୁଲାବୁଲି କରିବା ସହ ବିଭିନ୍ନ ଜାଗାରେ ମଦ ପିଇଥିଲେ। ଏହା ପରେ ପ୍ରଭାତକୁ ଭୃଙ୍ଗିଯୋଡି ଛକରେ ଛାଡିଥିଲେ। ପରେ ଅମର ଏବଂ ଗଦା ୨ ଜଣ ବାଇକରେ ନାଥ ପଦର ଯାଇ ଜଣକ ଘରେ ପୁଣି ପ୍ରବଳ ମଦ୍ୟ ପାନ କରିଥିଲେ। ପରେ ଉଭୟେ ପ୍ରଭାତକୁ ସେଠାକୁ ଡାକିଥିଲେ । ପ୍ରଭାତ ନିଜ ସାଇକେଲ ଧରି ନାଥ ପଦର ଗାଁକୁ ଯାଇଥିଲା । ସେଠାରେ ୩ ଜଣକ ମଧ୍ୟରେ କିଛି ସମୟ ଯୁକ୍ତି ତର୍କ ହୋଇଥିଲା । ପ୍ରଭାତ ସାଇକେଲ ଜଣକ ଘରେ ରଖି ଗଦା ଓ ଅମର ପ୍ରଭାତକୁ ନିଜ ବାଇକରେ ବଇରୀକୁମ୍ପା ଆଡକୁ ନେଇଁଥିଲେ l ବଇରୀକୁମ୍ପା ସ୍କୁଲ ନିକଟ ରାସ୍ତା କଡରେ ଗଦା ଓ ଅମର ଗାଡି ରଖିଥିଲେ। ସେଠାରେ ପ୍ରଭାତକୁ ତଳକୁ ପକାଇ ପଥରରେ ମୁଣ୍ଡକୁ ଛେଚି ହତ୍ୟା କରି ୨ ଜଣ ଘଟଣା ସ୍ଥଳରୁ ଫେରାର ହୋଇଥିଲେ l ପୋଲିସ ତଦନ୍ତ ପରେ ୨ ହତ୍ୟା କାରୀକୁ ଗିରଫ କରିଥିଲା। ହତ୍ୟାରେ ବ୍ୟବହୃତ ବାଇକକୁ ଗଦା ଘରୁ ଜବତ କରିଥିବା ବେଳେ ମୃତ ଯୁବକର ସାଇକେଲ ନାଥ ପଦର ଗାଁର କସା କହଁର ଘରୁ ଜବତ କରିଥିଲା l ଏହି ଘଟଣା ପରେ ଗଦା ଓ ଅମର କିଭଳି ପ୍ରଭାତକୁ ହତ୍ୟା କଲେ ଘଟଣା ସ୍ଥଳକୁ ଯାଇ କହିଥିଲେ l ଏହି ଘଟଣା ପରେ ଫିରିଙ୍ଗିଆ ପୋଲିସ ଉଭୟକୁ କୋର୍ଟ ଚାଲାଣ କରିଛି l ତେବେ ମୃତ ଯୁବକ ପ୍ରଭାତର ନିଜ ଦାଦା ପୁଅ ଭାଇ ହେଲା ଅମର । ସେହିପରି ଗଦାକୁ ମଧ୍ୟ ମୃତ ପ୍ରଭାତ ନିଜ ଗାଡ଼ିରେ ହେଲ୍ପର ରଖି ଗାଡି ଶିଖାଇ ବର୍ତ୍ତମାନ ଗଦା ମଧ୍ୟ ଡ୍ରାଇଭର ହୋଇ ଗାଡି ଚଳାଉଥିଲା l ପୂର୍ବରୁ ଅମର ନିଜ ଦାଦା ପୁଅ ଭାଇକୁ ଜଙ୍ଗଲ ରେ ହତ୍ୟା କରୀ ଜେଲ ମଧ୍ୟ ଯାଇ ଫେରିଥିବା ବେଳେ ପୁଣି ଏଭଳି ଜଘନ୍ୟ କାଣ୍ଡ ଘଟାଇଥିବା ବେଳେ ଗଦା ନାଁରେ ମଧ୍ୟ ହତ୍ୟା ଓ ଅପହରଣ ମାମଲା ବିଭିନ୍ନ ଥାନାରେ ଥିବା ପୋଲିସ ଠାରୁ ସୂଚନା ମିଳିଛି l ତେବେ ଏହି ହତ୍ୟା ଘଟଣା ପୂର୍ବ ଶତ୍ରୁତା ଓ ପାରିବାରିକ କଳହ ରୁ ହୋଇଥିବା ଜଣା ପଡ଼ିଥିବା ବେଳେ କିଛି ଦିନ ପୂର୍ବରୁ ଗୋଟିଏ ବାଇକ ଭାଙ୍ଗିବା ଘଟଣାକୁ ନେଇଁ ହତ୍ୟା କରାଯାଇଥିବା ସୂଚନା ମିଳିଛି l

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?