ଅନୁଗୋଳ ଜିଲ୍ଲା ସ୍ତରୀୟ ବିକାଶ ମେଳାର ଊଦଯାପନ

ଅନୁଗୋଳ ଜିଲ୍ଲା ସ୍ତରୀୟ ବିକାଶ ମେଳାର ଊଦଯାପନ

ଅନୁଗୋଳ :- ତା.୧୮.୦୬:- ମାନ୍ୟବର ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ଓ ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଅନୁଗୋଳ ଗସ୍ତରେ ଆସି ଆଜି ପୂର୍ବାହ୍ନରେ ଅନୁଗୋଳ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ସରକାରଙ୍କ ଏକ ବର୍ଷ ପୂର୍ତ୍ତୀ ଉପଲକ୍ଷେ ଆୟୋଜିତ ହୋଇଥୁବା ବିକାଶ ମେଳାର ଉଦଯାପନି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ୍ ଭାବେ ଯୋଗ ଦେଇଥିଲେ । ପ୍ରାରମ୍ଭରେ ମୁଖ୍ୟ ଅତଥ୍ ଏବଂ ଅତିଥ୍‌ ବୃନ୍ଦ ପ୍ରଦୀପ ପ୍ରଜ୍ଜଳନ କରି ସଭାକାର୍ଯ୍ୟ ଆରମ୍ଭ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ ସ୍ବାଗତ ଭାଷଣ ଦେଇ ସଭାକାର୍ଯ୍ୟ ଆରମ୍ଭ କରିଥିଲେ ।

ମୁଖ୍ୟ ଅତିଥି ତାଙ୍କ ଅଭିଭାଷଣରେ କହିଥିଲେ ଯେ, ୨୦୩୬ ବେଳକୁ ଓଡିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ ଏବଂ ଅନୁଗୋଳ ଜିଲ୍ଲା ବିକଶିତ ହେଲେ ଓଡିଶା ଓ ଭାରତ ବିକଶିତ ହୋଇପାରିବ । ଅନୁଗୋଳ ଜିଲ୍ଲାରେ ଏକ ବର୍ଷରେ ବିକାଶ କାର୍ଯ୍ୟ ଊଦ୍ଧାମୁଖୀ ହୋଇପାରିଛି ବୋଲି ସେ କହିଥିଲେ । ସୁଭଦ୍ରା ଯୋଜନାରେ ମା ମାନେ କିପରି ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି ଏବଂ ଆମ ରାଜ୍ୟ ଲକ୍ଷ୍ୟ ପତି ଦିଦି ସୃଷ୍ଟି କରି ସାରା ଦେଶରେ ପ୍ରଥମ ହୋଇ ପାରିଛି ବୋଲି ସେ ପ୍ରକାଶ କରିଥିଲେ । ଏହାବ୍ୟତିତ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଯେପରିକି ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଅନ୍ତର୍ଗତ ପ୍ରତି ପରିବାର ପାଇଁ ୫ ଲକ୍ଷ ଟଙ୍କା ଏବଂ ମହଳାଙ୍କ ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କା, ଆୟୁଷ୍ମାନ ବୟୋ ବନ୍ଦନା ଯୋଜନାରେ ୭୦ ବର୍ଷ ଏବଂ ତଦୁର୍ଷ ବୟସର ବରିଷ୍ଠ ନାଗରିକଙ୍କ ପାଇଁ ୫ ଲକ୍ଷ ଟଙ୍କାର କଭରେଜ୍, ଚିକିତ୍ସା ଅଧୁକାରୀ ଓ ପାରାମେଡିକ୍ ନିଯୁକ୍ତି ଇତ୍ୟାଦି ବିଷୟରେ ସେ କହିଥିଲେ ।

ଶିକ୍ଷାର ରୁପାନ୍ତରଣ ନିମନ୍ତେ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ଯେପରିକି ଜାତୀୟ ଶିକ୍ଷାନୀତି-୨୦୨୦ ଲାଗୁ ହେବା, ଗୋଦାବରିଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା, ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ନବମ ଓ ଦଶମ ଶ୍ରେଣୀର ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ, ଓଡିଶାର ଐତିହ ବିଦ୍ୟାଳୟ ଯୋଜନାରେ ଶତାୟୁ ବିଦ୍ୟାଳୟଗୁଡିକର ନବୀକରଣ, ଶିକ୍ଷକ ଶିକ୍ଷୟତ୍ରୀ ନିଯୁକ୍ତି ଇତ୍ୟାଦି ରାଜ୍ୟରେ ଶିକ୍ଷାର ଭିତ୍ତିଭୂମାକୁ ବଳିଷ୍ଠ କରିବ ବୋଲି ସେ କହିଥିଲେ । ସେହିପରି ପ୍ରଧାନମନ୍ତ୍ରୀ ଜନମନ୍ ଆଦିବାସୀ ଯୋଜନା, ଜନସାଧାରଣଙ୍କୁ ନୂତନ ରାସନ କାର୍ଡ ପ୍ରଦାନ, ସମୃଦ୍ଧ କୃଷକ ଯୋଜନାରେ କୃଷକ ବନ୍ଧୁ ମାନଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ ଉପରେ ୮୦୦ ଟଙ୍କାର ଇନପୁଟ ସହାୟତା, ସର୍ବନିମ୍ନ ସହାୟକ ମୁଲ୍ୟ ବାବଦରେ ବିକ୍ରୟର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ସ୍ଥାନାନ୍ତର, ଓଡିଆ ଅସ୍ମିତା ଭବନ ସ୍ଥାପନ, ଊଚ୍ଚ ଶିକ୍ଷାରେ ସାମାଜିକ ଓ ଅର୍ଥନୈତିକ ପଛୁଆ ବର୍ଗ ଛାତ୍ର ଛାତ୍ରୀମାନଙ୍କ ପାଇଁ ସରଂକ୍ଷଣ, ସୁଦକ୍ଷ ଜଳ ପରିଚାଳନା, ରାସ୍ତା ସଂଯୋଗୀକରଣ, ମହିଳା ସଶକ୍ତିକରଣ, କୃଷକ ସଶକ୍ତିକରଣ ଓ ସମୃଦ୍ଧ ଗ୍ରାମୀଣ ଜୀବନ, ଅନୁସୁଚିତ ଜନଜାତି ଓ ଜାତି ଲୋକଙ୍କ ପାଇଁ ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କହିଥିଲେ । ଏହା ସହିତ ମାନ୍ୟବର ମନ୍ତ୍ରୀ ପାଳଲହଡାରେ ଏକ ସାଇନ୍ସ ପାର୍କ ପ୍ରତିଷ୍ଠା ହେବ ବୋଲି ମଧ୍ୟ କହିଥିଲେ । ଏହି କାର୍ଯ୍ୟକ୍ରମରେ ମାନ୍ୟବର ଢେଙ୍କାନାଳ ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି, ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମାନ୍ୟବର ପାଳଲହଡା ବିଧାୟକ ଶ୍ରୀ ଅଶୋକ ମହାନ୍ତି, ମାନ୍ୟବର ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା ଯୋଗ ଦେଇ ସରକାରଙ୍କ ବିଭିନ୍ନ ଊନ୍ନତିମୂଳକ ଯୋଜନା ସମ୍ପର୍କରେ ଊପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ । ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅତର ସଭା ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ହୋଇଥୁବା ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥ୍ ପୁରସ୍କୃତ କରିଥିଲେ । ସେହିପରି ମୃତ୍ୟୁକାଳିନ ସହାୟତା, ବିବାହ ସହାୟତା, ଶିକ୍ଷା ସହୟତା, ପ୍ରସବ ସହାୟତା, ଇତ୍ୟାଦି ବାବଦରେ ମୋଟ ୩୪୮ ଜଣ ନିର୍ମାଣ ଓ ଅଣସଙ୍ଗଠିତ ଶ୍ରମିକଙ୍କୁ ୧ କୋଟି ୪ ଲକ୍ଷ ୯୪ ହଜାର ଟଙ୍କା ଏବଂ ୧ ମୃତ ଅଣସଙ୍ଗଠିତ ଶ୍ରମିକଙ୍କ ଊତ୍ତରାଧିକାରୀଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଜିଲ୍ଲା ଶ୍ରମ ବିଭାଗ ତରଫରୁ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧୋକାରୀ ତ‌ଥା କାର୍ଯ୍ୟ ନିର୍ବାହୀ ଅଧୂକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରାଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ, ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟା, ଗଣମାଧ୍ୟମର ପ୍ରତିନିଧୋ, ବହୁ ସଂଖ୍ୟାରେ ଜନସାଧାରଣ ପ୍ରମୁଖ ଯୋଗ ଦେଇଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?