ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର ପକ୍ଷରୁ ୧୧ ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର ପକ୍ଷରୁ ୧୧ ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଅନୁଗୁଳ, ୨୧ ଜୁନ୍ : ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର(ଜେଏସପି) ପକ୍ଷରୁ ଅନୁଗୁଳ ପ୍ଲାଣ୍ଟ ଏବଂ ଏହାର ଆଖପାଖ ଅଂଚଳର ଲୋକଙ୍କୁ ନେଇ ବେଶ ଉତ୍ସାହର ସହ ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି । ଚଳିତବର୍ଷର ବିଷୟବସ୍ତୁ “ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ’’ ଉପରେ ପର୍ଯ୍ୟବେଶିତ ହୋଇଥିବା ଏହି କାର୍ଯ୍ୟକ୍ରମ, ବ୍ୟକ୍ତିଗତ କଲ୍ୟାଣ ଓ ସମଗ୍ର ବିଶ୍ୱର ସ୍ୱାସ୍ଥ୍ୟ ଉପରେ କେନ୍ଦ୍ରୀତ ହୋଇଥିଲା ।

ଯାହା ଜେଏସପିର ଚିରସ୍ଥାୟୀ ବିକାଶ ଏବଂ ସାମଗ୍ରିକ ଜୀବନଯାପନର ଦୃଷ୍ଟିକୋଣକୁ ପ୍ରତିଫଳିତ କରିଥିଲା । ଏହି ଅବସରରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଜେଏସପିର କର୍ମଚାରୀ, ସେମାନଙ୍କ ପରିବାର ସଦସ୍ୟ, ଶ୍ରମିକ, ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ଅଂଚଳର ଶତାଧିକ ଲୋକ ଅଂଶଗ୍ରହଣ କରିଥିଲେ ।

ଜିନ୍ଦଲ ନଗରଠାରେ ଅନୁଷ୍ଠିତ ହୋଇଥିବା ଯୋଗ ଶିବିରରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଅନୁଗୁଳ ପ୍ଲାଂଟ ମୁଖ୍ୟ ଶ୍ରୀ ପଙ୍କଜ ମଲହାନ, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ପ୍ରକଳ୍ପ) ଶ୍ରୀ ଦାମୋଦର ମିତ୍ତଲ, ମୁଖ୍ୟ ମାନବ ସମ୍ବଳ ଅଧିକାରୀ ଶ୍ରୀ ଦିଲ୍ଲୀପ ସିହ୍ନା, ଷ୍ଟିଲ୍ ଜୋନର ସଭାପତି ଶ୍ରୀ ଅତୁଲ ଦୁବେ, ବିଭିନ୍ନ ବିଭାଗୀୟ ମୁଖ୍ୟ ଏବଂ ନିକଟବର୍ତ୍ତୀ ସମ୍ପ୍ରଦାୟର ପ୍ରତିନିଧିମାନଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ ।

ଯୋଗଗୁରୁ ସ୍ୱାମୀ ସତ୍ୟବିନ୍ଦୁ ସରସ୍ୱତୀଙ୍କ ମାର୍ଗଦର୍ଶନରେ ଯୋଗର ବିଭିନ୍ନ ଆସନ କରାଯାଇଥିଲା । ଏଥିରେ ଶାରୀରିକ ଶକ୍ତି, ମାନସିକ ଶକ୍ତି ପାଇଁ ଅବାଶ୍ୟକ କୌଶଳ ସମେତ ପ୍ରକୃତି ସହ ସମନ୍ୱୟ ରକ୍ଷାକରି କିଭଳି ଯୋଗ ଆସନ ସବୁ କରାଯାଇପାରିବ ସେ ସମ୍ପର୍କରେ ଅବଧାରଣା ଦିଆଯାଇଥିଲା ।ଏହି ଅବସରରେ ଶ୍ରୀ ପଙ୍କଜ ମଲହାନ କହିଥିଲେ, ସ୍ୱାମୀ ସତ୍ୟବିନ୍ଦୁ ଜୀଙ୍କ ମାର୍ଗଦର୍ଶନରେ ପରିଚାଳିତ ଯୋଗ ଶିବିର ବର୍ତ୍ତମାନ ଆମର ଦୈନନ୍ଦିନ ଜୀବନର ଏକ ଅଂଶ ପାଲଟିଯାଇଛି ।

ଏହିବର୍ଷର ବିଷୟବସ୍ତୁ ଆମକୁ ମନେ ପକାଇ ଦିଏ ଯେ, ଆମର ସ୍ୱାସ୍ଥ୍ୟର ଯତ୍ନ ନେବା ଭଳି ଆମକୁ ପୃଥିବୀର ଯତ୍ନ ମଧ୍ୟ ନେବା ଦରକାର । ଆସନ୍ତୁ ଏହି ବାର୍ତ୍ତାକୁ ଆଜିଠାରୁ ଆଗେଇ ନେବା ଏବଂ ଏହାକୁ ଆମର ଦୈନନ୍ଦିନ ଜୀବନରେ ସାମିଲ କରିବା ।ଏକତ୍ରିତ ହୋଇଥିବା ସମସ୍ତ ଯୋଗପ୍ରେମୀଙ୍କୁ ସମ୍ବୋଧନ କରି ସ୍ୱାମୀ ସତ୍ୟବିନ୍ଦୁ ସରସ୍ୱତୀ କହିଥିଲେ, “ଆମେମାନେ ଭାଗ୍ୟବାନ ଯେ, ଶ୍ରୀ ନବୀନ ଜିନ୍ଦଲ ଜୀଙ୍କ ଭଳି ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତି ପାଇଛୁ, ଯିଏ ସ୍ୱାସ୍ଥ୍ୟ ଏବଂ ଜନକଲ୍ୟାଣକୁ ପ୍ରୋତ୍ସାହନ କରିବାରେ ଏକ ଉଦାହରଣ ସୃଷ୍ଟି କରିଛନ୍ତି । ପ୍ରତିଦିନ ଯୋଗ ଅଭ୍ୟାସ କରି ଆମେ କେବଳ ଆମର ଶରୀର ଏବଂ ମନକୁ ଶକ୍ତଶାଳୀ କରୁ ନାହୁଁ ବରଂ ଏକ ସନ୍ତୁଳିତ ଓ ସୁସ୍ଥ ବିଶ୍ୱ ଗଠନରେ ମଧ୍ୟ ଯୋଗଦାନ ଦେଉଛୁ । ଆସନ୍ତୁ ଏହି ସମ୍ପର୍କକୁ ସମ୍ମାନ ଦେବା ଏବଂ ନିୟମିତ ଯୋଗ ଅଭ୍ୟାସ ପାଇଁ ପ୍ରତିବଦ୍ଧ ହେବା ।’’କାର୍ଯ୍ୟକ୍ରମରେ ଉପସ୍ଥିତ ହୋଇ ଶ୍ରୀ ଦାମୋଦର ମିତ୍ତଲ କହିଥିଲେ, “ଆମେ ଜଣେ ଉତ୍ସର୍ଗୀକୃତ ଯୋଗଗୁରୁ ପାଇ କୃତଜ୍ଞ । ସ୍ୱାମୀ ସତ୍ୟବିନ୍ଦୁ ସରସ୍ୱତୀ ଜୀଙ୍କ ମାର୍ଗଦର୍ଶନରେ ଆମର କର୍ମଚାରୀମାନେ ଯେ, କେବଳ ଫିଟ୍ ଏବଂ ସୁସ୍ଥ ହୋଇଛନ୍ତି ତାହାନୁହେଁ ଆଜି ସେମାନେ ଯୋଗର ଏକ ବାର୍ତା ବାହକ ଭାବେ କାର୍ଯ୍ୟକରୁଛନ୍ତି ଏବଂ ସେମାନେ ସେମାନଙ୍କ ନିକଟ ସମ୍ପର୍କୀୟ ଏବଂ ସଂପ୍ରଦାୟର ବହୁ ଲୋକଙ୍କୁ ଯୋଗର ଉପକାରିତା ବିଷୟରେ ବୁଝାଇବାରେ ସକ୍ଷମ ହୋଇପାରିଛନ୍ତି ।ଓ.ପି ଜିନ୍ଦଲ ସ୍କୁଲ, ଡିଏଭି ସାବିତ୍ରୀ ଜିନ୍ଦଲ ସ୍କୁଲ, ଜିନ୍ଦଲ ଆଶା, ଜନଜୀବିକା କେନ୍ଦ୍ର, ଶ୍ରମ ବୀର ପ୍ୟାଲେସ ଏବଂ ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଅନ୍ୟାନ୍ୟ ସମ୍ପ୍ରଦାୟ କେନ୍ଦ୍ରଗୁଡ଼ିକରେ ମଧ୍ୟ ଯୋଗ ଦିବସ ପାଳିତ ହୋଇଛି । “ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ’’ର ବାର୍ତ୍ତା ନେଇ ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଜନଜୀବିକା କେନ୍ଦ୍ରରେ ଔଷଧିୟ ବୃକ୍ଷ ମଧ୍ୟ ରୋପଣ କରାଯାଇଥିଲା ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?