ଭୁବନେଶ୍ବର: ଆସନ୍ତା ୧୬ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ । ନାମାଙ୍କନ ବେଳେ ଉପସ୍ଥିତ ରହିବା ସହ ବିଶାଳ ସମାବେଶ କରିବେ ବୋଲି ସୂଚନା ମିଳିଛି । ଏନେଇ ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର ସୂଚନା ଦେଇଛନ୍ତି । ଦୁଇ ହଜାରରୁ ଅଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ୍ ହେବେ ବୋଲି ସେ କହିଛନ୍ତି ।ତେବେ ବିଜେପିରୁ ଏପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇନଥିବା ବେଳେ ଜୟ ଢୋଲକିଆଙ୍କ ନାଁ ଚୂଡାନ୍ତ ହୋଇଛି, କେବଳ ଘୋଷଣା ବାକି ରହିଛି । ବିଜେପି ଏହି ଉପନିର୍ବାଚନରେ ୫୦ହଜାରରୁ ଅଧିକ ଭୋଟରେ ଜିତିବ ବୋଲି କୁହାଯାଇଛି ।

November 8, 2025/
No Comments
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-3.jpg)

