ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଲେଖାଏଁ ଚାଉଳ। ଆଶା ଦେଖାଇଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି ଚୂଡାନ୍ତ ନିଷ୍ପତ୍ତି ହୋଇନି । ଏ ନେଇ ଚିନ୍ତା କରାଯାଉଛି , ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ। ସମସ୍ତ ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ଚାଉଳ ଦିଆଯିବାକୁ ଚିନ୍ତା କରାଯାଉଛି।
ଆମେ ଚାହୁଁଛୁ ଗରିବ ଲୋକମାନେ ଅଧିକ ଚାଉଳ ପାଆନ୍ତୁ। ରାଜ୍ୟ ସରକାର ନିଜସ୍ଵ ଖର୍ଚ୍ଚରେ ଅଧିକ ଚାଉଳ ଦେବାକୁ ଚିନ୍ତା କରୁଛନ୍ତି।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-3.jpg)

