ବିହାର ବିଧାନସଭାର ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁନାମାଙ୍କନପତ୍ର ଯାଞ୍ଚ ପ୍ରକ୍ରିୟା ଆଜି ଶେଷ ହୋଇଛି । ଆସନ୍ତା ୨୩ ତାରିଖ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ଦିବସ ରହିଛି । ଆସନ୍ତା ମାସ ୧୧ ତାରିଖରେ ଏହି ପର୍ଯ୍ୟାୟରେ ୧୨୨ଟି ଆସନ ପାଇଁ ମତଗ୍ରହଣ କରାଯିବ ।
ଯାଞ୍ଚ୍ ସମୟରେ ପୂର୍ବ ଚମ୍ପାରନ୍ ଜିଲ୍ଲାର ସୁଗୌରୀ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ନିମାଙ୍କନପତ୍ର ଦାଖଲ କରିଥିବା ବିକାଶଶୀଳ ଇନ୍ସାନ୍ ପାର୍ଟିର ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଖାରଜ ହୋଇଯାଇଛି । ଆବଶ୍ୟକ ସଂଖ୍ୟକ ପ୍ରସ୍ତାବକ ନଥିବାରୁ



