ବିହାର ରାଜଧାନୀ ପାଟନାରେ ମହାମେଣ୍ଟର ବୈଠକ ବସିଛି । ଏହି ବୈଠକରେ ତେଜସ୍ଵୀ ଯାଦବଙ୍କୁ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ଚେହେରା ଭାବେ ଘୋଷଣଶ କରାଯାଇଛି । ସେହିପରି ମୁକେଶ ସହାନିଙ୍କୁ ଉପମୁଖ୍ୟମନ୍ତ୍ରୀ ଚେହେରା ଭାବେ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ । ଏହା ସହ ସେ କହିଛନ୍ତି ମହାମେଣ୍ଟର ସରକାର ଗଠନ ହେଲେ ଦୁଇ ଜଣ ଉପମୁକ୍ୟମନ୍ତ୍ରୀ ହେବେ ।

October 24, 2025/
No Comments
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://jagratbharatnews.in/wp-content/uploads/2025/10/Picsart_25-10-24_19-23-45-060-scaled.jpg)

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://jagratbharatnews.in/wp-content/uploads/2025/10/Picsart_25-10-24_19-00-45-095-scaled.jpg)