ନିର୍ବାଚନ ପୂର୍ବରୁ ଶାହାଙ୍କ ଦୃଢ଼ୋକ୍ତି, କହିଲେ ବିହାରରେ ଏନ୍ ଡି ଏ ଭଲ ସ୍ଥିତିରେ

ବିହାରରେ ଗୁରୁବାର ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଏକ ସାକ୍ଷାତକାରରେ ଶାସକ ଏନ୍‌ଡିଏ ରାଜ୍ୟରେ ସ୍ପଷ୍ଟ ଏବଂ ସହଜ ବିଜୟ ହାସଲ କରିବ ବୋଲି ଦୃଢ଼ୋକ୍ତି କରିଛନ୍ତି । ଏକ ଟିଭି ଚ୍ୟାନେଲକୁ ଦେଇଥିବା ସାକ୍ଷାତକାରରେ ଶାହ କହିଛନ୍ତି, ବିହାରରେ ଏନ୍‌ଡିଏ ଭଲ ସ୍ଥିତିରେ ଅଛି ।

ଆମେ ୧୬୦ରୁ ଅଧିକ ଆସନରେ ଜିତି ନୀତୀଶ କୁମାରଙ୍କ ନେତୃତ୍ୱରେ ସରକାର ଗଠନ କରିବୁ । ମେଣ୍ଟରେ ସାମିଲ ସବୁ ଦଳର ଷ୍ଟ୍ରାଇକ୍‌ ରେଟ୍‌ ମଧ୍ୟ ଭଲ ରହିବ । ନୀତିଶ କୁମାର ରାଜ୍ୟର ମୁଖ୍ୟମନ୍ତ୍ରୀ ଅଛନ୍ତି । ଦିଲ୍ଲୀରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଅଛନ୍ତି । ତେଣୁ ଉଭୟ ପଦ ଖାଲି ନଥିବା ସେ ଦର୍ଶାଇଥିଲେ ।ମହାମେଣ୍ଟ ପୋଷ୍ଟରରୁ ଲାଲୁ ଯାଦବଙ୍କ ଫଟୋ ଗାୟବ ଥିବା ନେଇ ସାକ୍ଷାତକାରରେ ଶାହ ବିରୋଧୀଙ୍କୁ ସମାଲୋଚନା କରିଥିଲେ । ସେ କହିଥିଲେ, ଆମର ପୋଷ୍ଟରରେ ଅନେକ ନେତାଙ୍କୁ ସ୍ଥାନ ଦିଆଯାଇଥାଏ ଯେଉଁମାନେ ନିର୍ବାଚନ ଲଢ଼ନ୍ତି ନାହିଁ । ତଥାପି ଆମେ ତାଙ୍କୁ ପୋଷ୍ଟରରେ ରଖିଥାଉ । ଏପରିସ୍ଥଳେ ମହାମେଣ୍ଟ ନିଜର ଏହି ପଦକ୍ଷେପ ପଛର କାରଣ ଦର୍ଶାଉ । ସେହିପରି ଭୋଟ୍‌ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତନାଟ୍ୟମ ନାଚିପାରିବେ ବୋଲି ରାହୁଲ ଗାନ୍ଧୀଙ୍କ ବୟାନକୁ ଶାହ କଡ଼ା ସମାଲୋଚନା କରିଥିଲେ ।ସେ କହିଥିଲେ, ଏଭଳି ମନ୍ତବ୍ୟ କଂଗ୍ରେସର ହତାଶାକୁ ଦର୍ଶାଉଛି । ମନମୋହନ ସିଂହ ପ୍ରଧାନମନ୍ତ୍ରୀ ହେବାପରେ ଜନତାଙ୍କ ନିକଟରେ ପହଞ୍ଚି ନ ପାରିବାରୁ ଜଣେ ପ୍ରଧାନମନ୍ତ୍ରୀ ପ୍ରଚାର କରିବା ଅନୁଚିତ୍‌ ବୋଲି କଂଗ୍ରେସ କହିବା ଆରମ୍ଭ କଲା । କ’ଣ ପାଇଁ ଜଣେ ପ୍ରଧାନମନ୍ତ୍ରୀ ପ୍ରଚାର କରିବେ ନାହିଁ । ନିର୍ବାଚନ ହେଉଛି ଗଣତନ୍ତ୍ରର ପର୍ବ । ଜନତାଙ୍କ ସହ ଯୋଡି଼ହେବା ସବୁ ନେତାଙ୍କର ଦାୟିତ୍ୱ । ଯେତେଥର କଂଗ୍ରେସ ମୋଦିଜୀଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଛି ସବୁଥର ଦେଶର ଜନତା ବିଜେପିର ବିଜୟକୁ ସୁନିଶ୍ଚିତ କରି ତାର ଜବାବ ଦେଇଛନ୍ତି । ଏଥର ମଧ୍ୟ ସେମାନଙ୍କ ଗାଳିର ଓଲଟା ପ୍ରଭାବ ପଡି଼ବ ।ବିହାରରେ ଏସ୍‌ଆଇଆର୍‌ ପ୍ରସଙ୍ଗରେ ସେ କହିଥିଲେ ଯେ, ଏହା ଏକ ରୁଟିନ୍‌ ପ୍ରଶାସନିକ ପ୍ରକ୍ରିୟା । ଏହା କେବଳ ନିର୍ବାଚନ ହେବାକୁ ଥିବା ରାଜ୍ୟରେ ହେଉନାହିଁ । ଏହାକୁ ପର୍ଯ୍ୟାୟକ୍ରମେ କରାଯାଉଛି । ୧୯୫୫ ମସିହାରୁ ଅଦ୍ୟାବଧି ୧୧ ଥର ଏସ୍‌ଆଇଆର ହୋଇସାରିଛି । ସେହିପରି ରାଜ୍ୟରେ ୬୫ ଲକ୍ଷ ଜାଲ୍‌ ଭୋଟରଙ୍କୁ ତାଙ୍କ ଦଳ ନୁହେଁ, ନିର୍ବାଚନ କମିଶନ ବାଦ୍‌ କରିଥିବା ସେ ପ୍ରକାଶ କରିଥିଲେ ।ଶାହ ଆହୁରି କହିଥିଲେ, ଜାତି, ଧର୍ମ ନିର୍ବିଶେଷରେ ସମାଜର ସମସ୍ତ ବର୍ଗର ବିକାଶ ଉପରେ ଏନ୍‌ଡିଏର ଫୋକସ୍‌ ରହିଛି । ଉନ୍ନତ ଶାସନ ଏବଂ ଜନକଲ୍ୟାଣମୁଖୀ କାର୍ଯ୍ୟକ୍ରମ ଯୋଗୁ ଏନ୍‌ଡିଏ ଲୋକଙ୍କ ଆସ୍ଥା ଜିତିଛି । ମୋଦି ସରକାର କ୍ଷମତାକୁ ଆସିବା ପରେ ଗରିବଙ୍କ କଲ୍ୟାଣ ଲାଗି ଆମେ ଅନେକ ଯୋଜନା ଆଣିଥିଲୁ । ସେଥିଯୋଗୁ ୫୦ ପ୍ରତିଶତରୁ ଅଧିକ ଲୋକେ ସୁଫଳ ପାଇବା ସହ ସଶକ୍ତ ହୋଇଛନ୍ତି । ଦେଶର ଗରିବଙ୍କ ଭବିଷ୍ୟତ ଏନ୍‌ଡିଏ ହାତରେ ଥିବା ସେ ଦର୍ଶାଇଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?