ଦିଲ୍ଲୀ ବିସ୍ଫୋରଣ ପରେ ଓଡିଶାର କେନ୍ଦ୍ରାଞ୍ଚଳ ଅଞ୍ଚଳର ସବୁ ଜିଲ୍ଲାରେ ଜାରି ହୋଇଛି ହାଇଆଲର୍ଟ

ଭୁବନେଶ୍ବର: ଦିଲ୍ଲୀ ବିସ୍ଫୋରଣ ପରେ ଓଡିଶାର କେନ୍ଦ୍ରାଞ୍ଚଳ ଅଞ୍ଚଳର ସବୁ ଜିଲ୍ଲାରେ ଜାରି ହୋଇଛି ହାଇଆଲର୍ଟ । ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର ଅଞ୍ଚଳରେ ଆଲର୍ଟ ଜାରି ହୋଇଛି । ବସ ଷ୍ଟାଣ୍ଡ, ରେଲୱେ ଷ୍ଟେସନ, ସମୁଦ୍ର କୂଳ ସବୁ ହାଇଆଲର୍ଟରେ ଅଛି । ପୁରୀର ଶ୍ରୀମନ୍ଦିର, ବଡ଼ଦାଣ୍ଡ ଓ ସମୁଦ୍ରକୂଳରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । କଟକ ବାଲିଯାତ୍ରାରେ ବି ହାଇଆଲର୍ଟ ଜାରି ହୋଇଛି । ବିଭିନ୍ନ ସ୍ଥାନରେ ବ୍ଲକିଂ, ଚେକିଂକୁ ଜୋରଦାର କରିଛି ପୋଲିସ । ଚନ୍ଦ୍ରଭାଗା ଓ ବିଶ୍ୱଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିରର ଚତୁଃପାର୍ଶ୍ଵ ଅଞ୍ଚଳରେ ହାଇ ଆଲର୍ଟ । କୋଣାର୍କ ଥାନା, ଚନ୍ଦ୍ରଭାଗା ମେରାଇନ ଥାନା ଓ ରାମଚଣ୍ଡୀ ଥାନାର ସମସ୍ତ ଷ୍ଟାପ ସଜାଗ ରହିବାକୁ ପୁରୀ ଏସ ପି ପ୍ରତୀକ ସିଂହଙ୍କ ନିର୍ଦ୍ଦେଶ ।ଓଡ଼ିଶାକୁ ହାଇ ଆଲର୍ଟ ପରେ ବାଲେଶ୍ବର ସହର ବିଭିନ୍ନ ଛକରେ ବ୍ଲକିଂ ଟେକିଂ କରାଯିବା ସହ ସମ୍ବେଦନଶୀଳ ଅଞ୍ଚଳ ତଥା ଆଇ ଟି ଆର୍ ଓ ଡି ଆର୍ ଡି ଓ ଆଦି ଅଞ୍ଚଳ ଗୁଡିକରେ ପୋଲିସ ରଖିଛି ତୀକ୍ଷ୍ଣ ନଜର । ଏହା ସହ ପୂର୍ବାଞ୍ଚଳ ପୋଲିସ ଅଧୀନରେ ଥିବା ୫ ସାମୁଦ୍ରିକ ଥାନା ଅଞ୍ଚଳ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି । ସାମୁଦ୍ରିକ ଥାନାର ଅଧିକାରୀମାନଙ୍କ ସହିତ ଆଲୋଚନା କରିଛନ୍ତି ପୂର୍ବାଞ୍ଚଳ ଡିଆଇଜି ପିନାକ ମିଶ୍ର । ବାଲେଶ୍ବରରୁ ପଶ୍ଚିମବଙ୍ଗକୁ ସଂଯୋଗ କରୁଥିବା ବ୍ୟସ୍ତ ବହୁଳ ୬୦ ନମ୍ବର ଜାତୀୟ ରାଜପଥର ଭେଲୋରା ଛକରେ ବସ୍ତା ଥାନା ଏବଂ ଜାତୀୟ ରାଜପଥ ପାଟ୍ରୋଲିଂ ପୋଲିସ ପକ୍ଷରୁ ଯାଞ୍ଚକୁ କଡାକଡି କରା ଯାଇଛି । ବିଳମ୍ବିତ ରାତିରେ ଯାତାୟତ କରୁଥିବା ସମସ୍ତ ଯାନବାହାନକୁ ଅଟକାଇ ଯାଞ୍ଚ କରିବା ସହ ପରିଚୟ ପତ୍ର ମଧ୍ୟ ଯାଞ୍ଚ କରାଯାଇଥିଲା ।ସେହିପରି ଆରପିଏଫ ପକ୍ଷରୁ କଟକ ରେଳ ଷ୍ଟେସନରେ କଡ଼ାକଡ଼ି ଚେକିଙ୍ଗ କରାଯାଉଛି । ଯାତ୍ରୀମାନଙ୍କ ସମସ୍ତ ଲଗେଜ କଡାକଡି ଯାଞ୍ଚ କରୁଛନ୍ତି ଟିମ୍ । ଦିଲ୍ଲୀ ବିସ୍ପୋରଣ ପରେ ଗତକାଲି ରାତି ଠାରୁ ଯାଞ୍ଚ ପ୍ରକ୍ରିୟା ଜୋରଦାର କରିଛି ଆର୍ ପି ଏଫ୍ । ଲଗେଜ୍ ସ୍କାନର, ଡଗ୍ ସ୍କ୍ବାର୍ଟ ଧରି ପଇଁତରା ମାରୁଛନ୍ତି ଆର୍ ପି ଏଫ୍ ଯବାନ।ପୁରୀ ଜଗନ୍ନାଥ ମନ୍ଦିର କୋଣାର୍କ ମନ୍ଦିରକୁ କଡାକଡ଼ି ସୁରକ୍ଷା ବଳୟ ଭିତରେ ରଖାଯାଇଛି । ସେହିପରି ପୁରୀର ପ୍ରବେଶ ପଥ ପିପିଲି ଟୋଲ ଗେଟ ନିକଟରେ କଡାକଡ଼ି ଚେକିଂ କରୁଛି ପିପିଲି ପୋଲିସ । ପିପିଲି ଥାନା ଅଧିକାରୀ ସୋମେନ୍ଦ୍ର ଶେଖର ତ୍ରିପାଠୀଙ୍କ ନେତୃତ୍ୱରେ ଥିବା ଟିମ୍ ପୁରୀକୁ ଆସୁଥିବା କାର ଓ ଯାନବାହାନକୁ କଡାକଡ଼ି ଚେକିଙ୍ଗ କରିବା ସହ ପଚାରଉଚରା କରୁଛି ।ରାଜନଗର ସାମୁଦ୍ରିକ ଥାନା ମଧ୍ୟ ହାଇ ଆଲର୍ଟରେ ରହିଛି । ଥାନା ଅଧିକାରୀଙ୍କ ନେତୃତ୍ୱରେ ତାଳଚୁଆ ଫେରି ଘାଟରେ ଚେକିଂ କରାଯାଉଛି । ଏହି ଫେରିଘାଟ ମଧ୍ୟ ଦେଇ ଅନେକ ସମୟରେ ଅନୁପ୍ରବେଶକାରିମାନେ ପ୍ରବେଶ କରିବାର ନଜିର ରହିଛି । ଏହି ସ୍ଥାନଟି ଉପକୂଳବର୍ତ୍ତି ଜିଲ୍ଲାର ସୀମାବର୍ତ୍ତୀ ଅଞ୍ଚଳ ହୋଇଥିବାରୁ ବାହାର ରାଜ୍ୟର ସାନ୍ଦିଗ୍ଧ ପଶି ଆସିବାର ଆଶଙ୍କା ରହିଥାଏ । ଏହାକୁ ଦୃଷ୍ଟିରେ ରଖି ମେରାଇନ ପୋଲିସ ତତ୍ପରତା ଦେଖାଇଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?