ଭାରତୀୟ ସ୍ଥଳ ସେନାର କ୍ୟାମ୍ପ ଉପରେ ଆତଙ୍କବାଦୀ ଆକ୍ରମଣ। ଆସାମ(Assam)ର କାକୋପଥର ଅଞ୍ଚଳରେ ଥିବା ସେନା କ୍ୟାମ୍ପ ଉପରେ ଆତଙ୍କବାଦୀମାନେ ଆଖି ବୁଜା ଗୁଳିମାଡ଼ କରିଛନ୍ତି। ରାତି ପ୍ରାୟ ୧୨.୩୦ରେ ଆତଙ୍କବାଦୀ(Terrorist)ମାନେ ଗୋଟିଏ ଚଳନ୍ତା ଗାଡ଼ିରୁ ଯବାନଙ୍କୁ ଟାର୍ଗେଟ କରିଥିଲେ। ସେଠାରେ ମୁତୟନ ଥିବା ଯବାନମାନେ ଏହାର ତୁରନ୍ତ ଜବାବ ଦେବାରୁ ଆତଙ୍କବାଦୀମାନେ ସେମାନଙ୍କ ଉଦ୍ଦେଶ୍ୟରେ ସଫଳ ହୋଇ ନାହାନ୍ତି। ସ୍ଥାନୀୟ ଅଞ୍ଚଳରେ ଥିବା ସାଧାରଣ ଲୋକମାନେ ଆକ୍ରମଣରୁ ବର୍ତ୍ତି ଯାଇଛନ୍ତି। ତେବେ ଆତଙ୍କବାଦୀଙ୍କ ଗୁଳି ମାଡ଼ରେ ୩ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଆତଙ୍କବାଦୀମାନେ ୩ଟି ଅଣ୍ଡ ବାରେଲ ଗ୍ରେନେଡ ଲଞ୍ଚର୍ସ ଦ୍ୱାରା ଆକ୍ରମଣ…


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-3.jpg)

