ପଞ୍ଚାୟତ ସ୍ତରୀୟ ଗ୍ରାମ୍ୟ ମୁଖି ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ଗଜପତି – ଆଜି ତା ୧୧/୦୯/୨୦୨୩ ରିଖ ଦିନ ଗଜପତି ଜିଲ୍ଲାର ମୋହନା ବ୍ଲକ ଅନ୍ତର୍ଗତ ଲୁହାଗୁଡ଼ି ପଞ୍ଚାୟତର ଭାରତ ନିର୍ମାଣ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ଠାରେ ଏକ ପଞ୍ଚାୟତ ସ୍ତରୀୟ ଗ୍ରାମ୍ୟ ମୁଖି ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଯୋଗଦେଇ ସାଧାରଣ ଜନତାଙ୍କ ଆବେଦନ ଓ ଅଭିଯୋଗ ଗ୍ରହଣ କରିଥିଲେ। ଏଥିରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀଣି ସୁଶ୍ରୀ ତପସ୍ଵିନୀ ହାଁସଦା…