
ଶ୍ରୀନଗର : ଜମ୍ମୁ-କଶ୍ମୀରରେ ପୁଣି ସାଧାରଣ ନାଗରିକଙ୍କୁ ଗୁଳି । କୁପୱାଡାରେ ଜଣେ ସାଧାରଣ ନାଗରିକଙ୍କୁ ଗୁଳି କରିଛନ୍ତି ଆତଙ୍କବାଦୀ । ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ, ଚିକିତ୍ସା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟଛି । ମୃତ ବ୍ୟକ୍ତି ଜଣକ ହେଲେ ୪୫ ବର୍ଷୀୟ ଗୁଲାମ ରସୁଲ ମାଗ୍ରେ । ସେ କଣ୍ଡିଖାସର କୁପଓ୍ବାଡାରେ ରହୁଥିଲେ । ଏହି ଘଟଣା ପରେ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣକାରୀଙ୍କୁ ଖୋଜିବା ସହ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ।ସୂଚନା ଅନୁଯାୟୀ, ଗୁଲାମ ରସୁଲ ମାଗ୍ରେଙ୍କୁ ତାଙ୍କ ଘର ନିକଟରେ ଗୁଳି କରାଯାଇଥିଲା ।…