ଆସନ୍ତା ୫ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା । ଆଜି ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା । ଆଜି ପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ବଲାଙ୍ଗିର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଂଟାକୁ ୪୦ରୁ ୫୦ କିମି ବେଗରେ ବହିପାରେ । ସେହିପରି ନବରଙ୍ଗପୁର,…