/ August 4, 2023
No Comments
ଗୁରୁଗ୍ରାମ,୪/୮:ହରିୟାଣାର ନୁହ ଜିଲାରେ ଉତ୍ତ୍ୟକ୍ତ ଲୋକେ ଏକ ମସ୍ଜିଦରେ ନିଆଁ ଲଗାଇଦେଇଥିବାବେଳେ ଅନ୍ୟ ଏକ ମସ୍ଜିଦରେ ଶର୍ଟ ସର୍କିଟରୁ ନିଆଁ ଲାଗିଯାଇଥିବା ପୋଲିସ କହିଛି। ବୁଧବାର ରାତି ସାଢ଼େ ୧୧ଟାରେ ଏହି ଅଗ୍ନିକାଣ୍ଡ ଘଟିଥିବାବେଳେ କେହି ଆହତ ହୋଇ ନାହାନ୍ତି। ଗୋଟିଏ ମସ୍ଜିଦ ବିଜୟ ଚୌକ ନିକଟରେ ଥିବାବେଳେ ଅନ୍ୟଟି ଏକ ଥାନା ପାଖରେ ରହିଛି। ଉଭୟ ମସ୍ଜିଦ କ୍ଷତିଗ୍ରସ୍ତ ହୋଇଛି। ନିଆଁ ଲଗାଇଥିବା ଲୋକଙ୍କୁ ଧରିବା ପାଇଁ ପୋଲିସ ଉଦ୍ୟମ ଚଳାଇଛି। ନୁହରେ ସୋମବାରଠାରୁ ଆରମ୍ଭ ହୋଇଥିବା ସଂଘର୍ଷ ଗୁରୁଗ୍ରାମ, ସୋହନା ଏବଂ ଅନ୍ୟ ନିକଟବର୍ତ୍ତୀ ଅଞ୍ଚଳକୁ ବ୍ୟାପିଯାଇଛି। ହିଂସା ଘଟଣାରେ ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ପୋଲିସ…